Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 14:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “କୁଷ୍ଠରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 କୁଷ୍ଠ ରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;

Faic an caibideil Dèan lethbhreac

ଓଡିଆ ବାଇବେଲ

2 “କୁଷ୍ଠ ରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;

Faic an caibideil Dèan lethbhreac

ପବିତ୍ର ବାଇବଲ

2 “କୁଷ୍ଠରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା, “ସେ ଯାଜକ ନିକଟକୁ ଆସିବ ଓ ଯାଜକ ତାକୁ ଦେଖିବ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 14:2
9 Iomraidhean Croise  

ଲୋମ କି ମସିନା ନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠରୋଗର ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି, ହାରୋଣ-ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ;


ଆଉ ଯଦି କୌଣସି ମନୁଷ୍ୟ ହଠାତ୍‍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍‍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।


ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ।


Lean sinn:

Sanasan


Sanasan