Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 15:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

11 “ପୁଣି କ୍ଷରଣକାରୀ ନିଜର ହାତ ଜଳରେ ନ ଧୋଇ ଯଦି ଅନ୍ୟକୁ ଛୁଏଁ, ତେବେ ସେ ଛୁଇଁଥିବା ଲୋକ ନିଜର ବସ୍ତ୍ର ଧୋଇବ, ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 15:11
5 Iomraidhean Croise  

ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ପୁଣି, ପ୍ରମେହୀ ଯେଉଁ ମୃତ୍ତିକା ପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ।


ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।”


ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ, ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।


Lean sinn:

Sanasan


Sanasan