ଲେବୀୟ ପୁସ୍ତକ 15:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)13 ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୌଚକ୍ରିୟା ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ଶୁଚି ହେବ। Faic an caibideilଓଡିଆ ବାଇବେଲ13 ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ। Faic an caibideilପବିତ୍ର ବାଇବଲ13 “କ୍ଷରଣକାରୀ ଯେତେବେଳେ ନିଜ କ୍ଷରଣ ସକାଶେ ଶୁଚି ହୁଏ, ସେତେବେଳେ ସେ ଶୌଚକ୍ରିୟା ନିମନ୍ତେ ସାତ ଦିନ ଅପେକ୍ଷା କରିବା ଉଚିତ୍। ସେ ନିଜର ବସ୍ତ୍ର ଧୋଇବ ଓ ସ୍ରୋତ ଜଳରେ ସ୍ନାନ କରିବ। ତେବେ ସେ ଶୁଚି ହେବ। Faic an caibideil |