ଲେବୀୟ ପୁସ୍ତକ 16:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ଵଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ-ବସ୍ତ୍ରର ଭିତରକୁ ଯିବ। Faic an caibideilଓଡିଆ ବାଇବେଲ12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ। Faic an caibideilପବିତ୍ର ବାଇବଲ12 ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ଯଜ୍ଞବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଉହ୍ମେଇରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧିଧୂପ ନେଇ ବିଚ୍ଛେଦ ବସ୍ତ୍ରରେ ଭିତରକୁ ଯିବ। Faic an caibideil |