ଲେବୀୟ ପୁସ୍ତକ 17:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ବ୍ୟକ୍ତି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ପ୍ରାଣୀ ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ। Faic an caibideilଓଡିଆ ବାଇବେଲ12 ଏହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ବ୍ୟକ୍ତି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ। Faic an caibideilପବିତ୍ର ବାଇବଲ12 ତେଣୁ ଆମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କହୁଛୁ, ତୁମ୍ଭମାନଙ୍କ ମଧ୍ୟରୁ କେହି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ। Faic an caibideil |