ଲେବୀୟ ପୁସ୍ତକ 17:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ଵୁଦ୍ଵାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Faic an caibideilଓଡିଆ ବାଇବେଲ4 ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Faic an caibideilପବିତ୍ର ବାଇବଲ4 ସେହି ଲୋକ ସେହି ପ୍ରାଣୀକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ ଓ ସେହି ପ୍ରାଣୀର ଏକ ଅଂଶ ଉପହାର ସ୍ୱରୂପ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। ସେ ଯଦି ତାହା ନ କରେ ତେବେ ରକ୍ତପାତର ଅପରାଧରେ ଅପରାଧୀ ହେବ। ସେ ରକ୍ତପାତ ଅପରାଧ ଯୋଗୁଁ ନିଜ ଲୋକମାନଙ୍କଠାରୁ ଅଲଗା ରହିବ। Faic an caibideil |
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।