ଲେବୀୟ ପୁସ୍ତକ 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। Faic an caibideilଓଡିଆ ବାଇବେଲ4 ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Faic an caibideilପବିତ୍ର ବାଇବଲ4 “ଆଉ ତୁମ୍ଭେମାନେ ପ୍ରତିମାଗଣକୁ ଉପାସନା କରିବା ଉଚିତ୍ ନୁହେଁ। କୌଣସି ଦେବତା ନିର୍ମାଣ କର ନାହିଁ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। Faic an caibideil |