ଲେବୀୟ ପୁସ୍ତକ 19:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯଦି ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ଯେବେ ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ। Faic an caibideilଓଡିଆ ବାଇବେଲ7 ଯଦି ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ। Faic an caibideilପବିତ୍ର ବାଇବଲ7 ଯେବେ ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ। ତେବେ ତାହା ଘୃଣ୍ୟଯୋଗ୍ୟ ଓ ଅଗ୍ରାହ୍ୟ ହେବ। Faic an caibideil |
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;