Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ତା'ପରେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ ଲୋବାନି ଗୋଟିଏ ସ୍ମରଣାର୍ଥକ ଅଂଶ ରୂପେ ଦ‌‌‌‌ଗ୍‌‌‌‌ଧ କରିବ। ଏହା ସଦାପ୍ରଭୁଙ୍କ ପ୍ରତି ଗୋଟିଏ ଉପହାର ଅଟେ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 2:16
12 Iomraidhean Croise  

ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।


ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ।


ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍‍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।


ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ ନୈବେଦ୍ୟ।


ପୁଣି, ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।


ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


Lean sinn:

Sanasan


Sanasan