ଲେବୀୟ ପୁସ୍ତକ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠିଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ତତ୍-ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। Faic an caibideilଓଡିଆ ବାଇବେଲ2 ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। Faic an caibideilପବିତ୍ର ବାଇବଲ2 ପୁଣି ତାକୁ ହାରୋଣର ଯାଜକ ପୁତ୍ରମାନଙ୍କ ନିକଟକୁ ଆଣିବ। ଯାଜକ ସେଥିରୁ ମୁଠିଏ ସରୁ ମଇଦା, କିଛି ତୈଳ ଓ ସମସ୍ତ କର୍ପୂର ନେବ। ତା'ପରେ ଯାଜକ ଏହି ସ୍ମାରକ ଅଂଶ ଯଜ୍ଞବେଦି ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନୈବେଦ୍ୟ ଅଟେ। Faic an caibideil |
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;