Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ଯଦି କରେଇରେ ରନ୍ଧନ ହୋଇଥିବା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳରେ ରନ୍ଧନ ହୋଇଥିବା ସରୁ ମଇଦାର ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଆଉ ଯେବେ କରେଇରେ ପକ୍ଵ ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ-ନୈବେଦ୍ୟ ହୁଏ, ତେବେ ତାହା ତୈଳପକ୍ଵ ସରୁ ମଇଦାର ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଆଉ ଯଦି କରେଇରେ ରନ୍ଧନ ହୋଇଥିବା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳରେ ରନ୍ଧନ ହୋଇଥିବା ସରୁ ମଇଦାର ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ଯଦି ତୁମ୍ଭେ କରେଇରେ ରୋଷେଇ ହୋଇ ଶେକା ଯାଇଥିବା ଶସ୍ୟ ଦିଅ, ତେବେ ତାହା ନିଶ୍ଚିତ ତେଲରେ ଭଜା ଯାଇଥିବ ଓ ସରୁ ମଇଦାରେ ହୋଇ କରେଇରେ ପରସା ଯାଇଥିବ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 2:7
5 Iomraidhean Croise  

ଆହୁରି ଦର୍ଶନୀୟ ରୁଟିର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟ;


ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ।


ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ।


ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହାସବୁ ଉତ୍ସର୍ଗକାରୀ ଯାଜକର ହେବ।


Lean sinn:

Sanasan


Sanasan