ଲେବୀୟ ପୁସ୍ତକ 20:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ପୁଣି, କୌଣସି ସ୍ତ୍ରୀ ଯେବେ କୌଣସି ପଶୁ ସହିତ ସଙ୍ଗମ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକି ଓ ପଶୁକୁ ବଧ କରିବ; ସେମାନେ ନିତା; ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ। Faic an caibideilଓଡିଆ ବାଇବେଲ16 ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ। Faic an caibideilପବିତ୍ର ବାଇବଲ16 ଯେବେ କୌଣସି ସ୍ତ୍ରୀ କୌଣସି ପଶୁ ସହିତ ସଙ୍ଗମ କରେ, ତେବେ ସେହି ସ୍ତ୍ରୀ ଓ ସେହି ପଶୁ ଉଭୟଙ୍କୁ ବଧ କରାଯିବ। ସେମାନେ ନିଶ୍ଚିତ ହତ ହେବେ। ସେମାନଙ୍କର ମୃତ୍ୟୁଜନିତ ଅପରାଧ ପାଇଁ ସେମାନେ ଦାୟୀ ହେବେ। Faic an caibideil |