ଲେବୀୟ ପୁସ୍ତକ 20:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି, Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍-ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେ ସମୟରେ ଯେବେ ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ମୁଦ୍ରିତ କରନ୍ତି ଓ ତାହାକୁ ବଧ ନ କରନ୍ତି, Faic an caibideilଓଡିଆ ବାଇବେଲ4 ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି, Faic an caibideilପବିତ୍ର ବାଇବଲ4 ଯେଉଁ ଲୋକ ନିଜର ସନ୍ତାନମାନଙ୍କୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସଙ୍ଗେ ସଙ୍ଗେ ବଧ କରାଯିବା ଉଚିତ୍। ଦେଶର ଲୋକମାନେ ଯଦି ତାହା ପ୍ରତି ଚକ୍ଷୁ ମୁଦ୍ରିତ କରନ୍ତି ଓ ତାହାକୁ ବଧ ନ କରନ୍ତି, Faic an caibideil |