ଲେବୀୟ ପୁସ୍ତକ 20:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା। Faic an caibideilଓଡିଆ ବାଇବେଲ6 ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା। Faic an caibideilପବିତ୍ର ବାଇବଲ6 “ଯେଉଁ ଲୋକ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ବ୍ୟଭିଗ୍ଭର କରିବାକୁ ଅନୁସରଣ କରେ, ସେହି ପ୍ରାଣୀ ବିରୁଦ୍ଧରେ ଆମ୍ଭେ ଯିବା। ଯେହେତୁ ସେ ଆମ୍ଭ ପ୍ରତି ଅବିଶ୍ୱସ୍ତ, ଆମ୍ଭେ ତାକୁ ତାହାର ଲୋକମାନଙ୍କ ମଧ୍ୟରୁ ପୃଥକ ରଖିବା। Faic an caibideil |
ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।