Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 21:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ଵରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ଵରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ଆଉ ଜଣେ ମହାଯାଜକ ପରମେଶ୍ୱରଙ୍କ ପବିତ୍ର ସ୍ଥାନରୁ ବାହାରିବ ନାହିଁ। କିମ୍ବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ। କାରଣ ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳ ତାହା ମସ୍ତକରେ ଢଳାଯାଇ ତାଙ୍କୁ ମହାଯାଜକ ପଦରେ ଅଭିଷିକ୍ତ କରାଯାଇଛି। ଆମ୍ଭେ ସଦାପ୍ରଭୁ ଅଟୁ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 21:12
9 Iomraidhean Croise  

ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଖୋଦନ କରିବ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ।


ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ;


ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ।


ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ।


ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।


Lean sinn:

Sanasan


Sanasan