ଲେବୀୟ ପୁସ୍ତକ 22:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ଏହେତୁ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ପାପ ବହିବେ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ। Faic an caibideilଓଡିଆ ବାଇବେଲ9 ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ। Faic an caibideilପବିତ୍ର ବାଇବଲ9 “ଏଣୁ ସେମାନେ ମୋର ନିୟମ ଯତ୍ନ ସହକାରେ ରକ୍ଷା କରିବା ଉଚିତ୍। ଯଦି ସେମାନେ ତାହା ନ କରନ୍ତି, ତେବେ ସେଥି ସକାଶେ ସେମାନେ ନିଜ ନିଜ ପାପ ବହନ କରିବେ ଓ ତହିଁରେ ମରିବେ, ମୁଁ ସର୍ବଦା ଆଗାମୀ ସବୁସମୟର ସଦାପ୍ରଭୁ। ଏବଂ ଯାଜକମାନଙ୍କୁ ପବିତ୍ର ହେବାକୁ ମୁଁ ବାଛିଛି। Faic an caibideil |