Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 23:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

Faic an caibideil Dèan lethbhreac




ଲେବୀୟ ପୁସ୍ତକ 23:9
3 Iomraidhean Croise  

ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍‍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।


ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।”


Lean sinn:

Sanasan


Sanasan