ଲେବୀୟ ପୁସ୍ତକ 24:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିଉତ୍ତାରେ ମିସରୀୟ ପୁରୁଷର ଔରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଅନନ୍ତର ମିସ୍ରୀୟ ପୁରୁଷର ଔରସରେ ଇସ୍ରାଏଲ-ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା। Faic an caibideilଓଡିଆ ବାଇବେଲ10 ଏଥିଉତ୍ତାରେ ମିସ୍ରୀୟ ପୁରୁଷର ଔରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା। Faic an caibideilପବିତ୍ର ବାଇବଲ10 ଅନନ୍ତର ଜଣେ ମିଶରୀୟ ପୁରୁଷର ଔରସରେ ଇସ୍ରାଏଲୀୟ ଜଣେ ସ୍ତ୍ରୀଠାରୁ ଜାତ ଏକ ଇସ୍ରାଏଲ ପୁତ୍ର, ଇସ୍ରାଏଲୀୟମାନଙ୍କ ଛାଉଣି ଭିତରକୁ ଗଲା। ସେ ଛାଉଣିରେ ପ୍ରବେଶ କଲା ଓ ଜଣକ ସହିତ କଳି କଲା। Faic an caibideil |