ଲେବୀୟ ପୁସ୍ତକ 24:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକର ବିଚ୍ଛେଦ ବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି। Faic an caibideilପବିତ୍ର ବାଇବଲ (Re-edited) - (BSI)3 ହାରୋଣ ସମାଗମ-ତମ୍ଵୁ ମଧ୍ୟରେ ସାକ୍ଷ୍ୟସିନ୍ଦୁକର ବିଚ୍ଛେଦବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି। Faic an caibideilଓଡିଆ ବାଇବେଲ3 ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକର ବିଚ୍ଛେଦବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି। Faic an caibideilପବିତ୍ର ବାଇବଲ3 ହାରୋଣ ସମାଗମ-ତମ୍ବୁ ମଧ୍ୟରେ ନିୟମ-ସିନ୍ଦୁକ ବିଚ୍ଛେଦବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ସର୍ବଦା ତାହା ସ୍ଥାପନ କରିବ। ଏହା ତୁମ୍ଭମାନଙ୍କର ବଂଶାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବ୍ୟବସ୍ଥା। Faic an caibideil |