ଲେବୀୟ ପୁସ୍ତକ 24:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।” Faic an caibideilପବିତ୍ର ବାଇବଲ (Re-edited) - (BSI)9 ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି। Faic an caibideilଓଡିଆ ବାଇବେଲ9 ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।” Faic an caibideilପବିତ୍ର ବାଇବଲ9 ସେହି ରୋଟୀ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କର ହେବ। ଆଉ ସେମାନେ ସେହି ରୋଟୀକୁ ଏକ ପବିତ୍ର ସ୍ଥାନରେ ଭକ୍ଷ୍ୟଣ କରିବା ଉଚିତ୍। କାରଣ ସେଗୁଡ଼ିକ ସଦାପ୍ରଭୁଙ୍କ ନୈବେଦ୍ୟର ପବିତ୍ର ଅଂଶ। ଏହି ରୋଟୀ ଚିରଦିନ ପାଇଁ ସେମାନଙ୍କର ଅଂଶ ହେବ।” Faic an caibideil |