ଲେବୀୟ ପୁସ୍ତକ 26:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବିହ୍ଵଳତା, ଅର୍ଥାତ୍, ଯକ୍ଷ୍ମା ଓ ଜ୍ଵର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ। Faic an caibideilଓଡିଆ ବାଇବେଲ16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ। Faic an caibideilପବିତ୍ର ବାଇବଲ16 ଯଦି ତୁମ୍ଭେମାନେ ତାହା କର, ତେବେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଭୟଙ୍କର ଅଘଟଣ ଘଟାଇବା। ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯକ୍ଷ୍ମା ଓ ଜ୍ୱର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ, ପ୍ରାଣ କ୍ଷୟ କରିବ। ଆଉ ତୁମ୍ଭେମାନେ ବୃଥାରେ ବୀଜ ବୁଣିବ, କାରଣ ଶତ୍ରୁମାନେ ତାକୁ ଖାଇଯିବେ। Faic an caibideil |
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।