ଲେବୀୟ ପୁସ୍ତକ 26:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନ କାଳ ଦ୍ରାକ୍ଷା ସଂଗ୍ରହ କାଳ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହ କାଳ ବୀଜବପନ କାଳ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ। Faic an caibideilଓଡିଆ ବାଇବେଲ5 ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ। Faic an caibideilପବିତ୍ର ବାଇବଲ5 ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନ କାଳ ଦ୍ରାକ୍ଷା ସଂଗ୍ରହ କାଳ ପର୍ଯ୍ୟନ୍ତ ଗ୍ଭଲିବ ଓ ଦ୍ରାକ୍ଷା ସଂଗ୍ରହ କାଳ ବୀଜବପନ କାଳ ପର୍ଯ୍ୟନ୍ତ ଲାଗିବ, ପୁଣି ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ନିରାପଦରେ ଆପଣା ଦେଶରେ ବାସ କରିବ। Faic an caibideil |