ଲେବୀୟ ପୁସ୍ତକ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥିତ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଲାବକ, ଗୁରୁଦା ସହିତ ନେବ। Faic an caibideilଓଡିଆ ବାଇବେଲ10 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ। Faic an caibideilପବିତ୍ର ବାଇବଲ10 ସେ ଦୁଇଟି ଗୁରୁଦା ମେଦ ଉପରିସ୍ଥ ଓ ଗୁରୁଦାର ପାର୍ଶ୍ୱବର୍ତ୍ତୀ, ଯକୃତର ମେଦ ଏବଂ ନିମ୍ନ ଭାଗର ପଛ ମାଂସପେଶୀ ଗୁରୁଦା ସହିତ ବାହାର କରି ନେବା ଉଚିତ୍। Faic an caibideil |