ଲେବୀୟ ପୁସ୍ତକ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର। Faic an caibideilପବିତ୍ର ବାଇବଲ (Re-edited) - (BSI)16 ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର। Faic an caibideilଓଡିଆ ବାଇବେଲ16 ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର। Faic an caibideilପବିତ୍ର ବାଇବଲ16 ତା'ପରେ ଯାଜକ ଯଜ୍ଞବେଦି ଉପରେ ଏହିସବୁ ଦଗ୍ଧ କରିବ। ଏହି ଭୋଜ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର ଅଟେ। ମାତ୍ର ସମସ୍ତ ମେଦ ସଦାପ୍ରଭୁଙ୍କର। Faic an caibideil |