ଲେବୀୟ ପୁସ୍ତକ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ପୁଣି ଆପଣା ବଳିର ମସ୍ତକରେ ହସ୍ତ-ନିର୍ଭର ଦେଇ ସମାଗମ-ତମ୍ଵୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ। Faic an caibideilଓଡିଆ ବାଇବେଲ8 ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ। Faic an caibideilପବିତ୍ର ବାଇବଲ8 ପୁଣି ସେ ନିଜ ବଳିର ମସ୍ତକରେ ହାତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତା'ପରେ ହାରୋଣର ପୁତ୍ରମାନେ ତା'ର ରକ୍ତକୁ ନେଇ ଯଜ୍ଞବେଦି ଉପରେ ଗ୍ଭରିଆଡ଼େ ଛିଞ୍ଚିବେ। Faic an caibideil |