ଲେବୀୟ ପୁସ୍ତକ 4:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ। Faic an caibideilପବିତ୍ର ବାଇବଲ (Re-edited) - (BSI)34 ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ବେଦିମୂଳରେ ଢାଳିବ। Faic an caibideilଓଡିଆ ବାଇବେଲ34 ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ। Faic an caibideilପବିତ୍ର ବାଇବଲ34 ତା'ପରେ ସେ ଯାଜକ ସେହି ପାପାର୍ଥକ ନୈବେଦ୍ୟର ରକ୍ତରୁ କିଛି ଅଙ୍ଗୁଳିରେ ନେଇ ହୋମବେଦିର ଶିଙ୍ଗ ଉପରେ ଦେବ ଓ ସମସ୍ତ ରକ୍ତ ଯଜ୍ଞବେଦି ମୂଳରେ ଢାଳିବ। Faic an caibideil |