ଲେବୀୟ ପୁସ୍ତକ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ଵୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ଵୁର ଦ୍ଵାରସ୍ଥିତ ହୋମବେଦି ମୂଳରେ ଢାଳିବ। Faic an caibideilଓଡିଆ ବାଇବେଲ7 ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ। Faic an caibideilପବିତ୍ର ବାଇବଲ7 ଯାଜକ ସଦାପ୍ରଭୁଙ୍କ ଆଗରେ କିଛି ରକ୍ତ ନେଇ ସମାଗମ-ତମ୍ବୁର ସୁଗନ୍ଧି ଧୂପବେଦିର ପାର୍ଶ୍ୱରେ ରଖିବା ଉଚିତ୍ ହେବ। ତା'ପରେ ସେ ଉତ୍ସର୍ଗୀକୃତ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ଯଜ୍ଞବେଦି ମୂଳରେ ଢାଳିବ। Faic an caibideil |