ଲେବୀୟ ପୁସ୍ତକ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଅଥବା କେହି ଯେବେ ମନ୍ଦ କରିବାକୁ କି ଭଲ କରିବାକୁ ବାଚାଳତାପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବାଚାଳତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ। Faic an caibideilଓଡିଆ ବାଇବେଲ4 ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ। Faic an caibideilପବିତ୍ର ବାଇବଲ4 “କିମ୍ବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବାଗ୍ଭଳତା ପୂର୍ବକ ଶପଥ କରେ ଏବଂ ସେ ଶପଥ ବିଷୟରେ ଭୂଲିଯାଏ, ସେ ଦୋଷୀ ବୋଲି ବିବେଚିତ ହେବ, ଯେତେବେଳେ ସେ ମନେ ପକାଇବ କାରଣ ସେ ତା'ର ଶପଥ ରକ୍ଷା କରି ପାରିଲା ନାହିଁ। Faic an caibideil |