Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ବେଦିର ଉପରିସ୍ଥ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା ଲିଭିବ ନାହିଁ; ଯାଜକ ପ୍ରତ୍ୟେକ ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ବେଦିର ଉପରିସ୍ଥିତ ଅଗ୍ନି ସର୍ବଦା ପ୍ରଜ୍ଵଳିତ ରହିବ, ତାହା ନିର୍ବାଣ ହେବ ନାହିଁ; ଯାଜକ ପ୍ରତି ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ମାତ୍ର ବେଦିର ଉପରିସ୍ଥ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା ଲିଭିବ ନାହିଁ; ଯାଜକ ପ୍ରତ୍ୟେକ ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ମାତ୍ର ଯଜ୍ଞବେଦି ଉପରିସ୍ଥ ଅଗ୍ନି ସର୍ବାଦା ପ୍ରଜ୍ୱଳିତ ରହିବ। ତାହା କେବେ ନିର୍ବାପିତ ହେବା ଉଚିତ୍ ନୁହେଁ। ଯାଜକ ପ୍ରତି ପ୍ରଭାତରେ ତା'ଉପରେ କାଠ ସଜାଇ ରଖିବ ଓ ସମାଗମ ନୈବେଦ୍ୟର ମେଦ ତା'ଉପରେ ଦ‌‌‌‌ଗ୍‌‌‌‌ଧ କରିବ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 6:12
14 Iomraidhean Croise  

ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।


ଆଉ, ଯେଉଁ କୋଠରିର ମୁଖ ଉତ୍ତର ଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି।”


ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇଯିବ।


ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା କଦାପି ଲିଭିବ ନାହିଁ।


“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।


ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ୱନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।


ବରଂ ବିଚାରର ଏକ-ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ।


Lean sinn:

Sanasan


Sanasan