ଲେବୀୟ ପୁସ୍ତକ 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ଵୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ। Faic an caibideilଓଡିଆ ବାଇବେଲ16 ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ। Faic an caibideilପବିତ୍ର ବାଇବଲ16 “ପୁଣି ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ। ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣ ଭିତରେ କୌଣସି ଏକ ପବିତ୍ର ସ୍ଥାନରେ ତାଡ଼ି ବିନା ତାକୁ ଭକ୍ଷ୍ୟଣ କରିବେ। Faic an caibideil |