ଲେବୀୟ ପୁସ୍ତକ 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ତୈଳ ମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ ନୈବେଦ୍ୟସବୁ ହାରୋଣଙ୍କର ପୁତ୍ରଗଣ ମଧ୍ୟରେ ପ୍ରତ୍ୟେକଙ୍କର ସମାନ ଅଂଶ ହେବ।” Faic an caibideilପବିତ୍ର ବାଇବଲ (Re-edited) - (BSI)10 ମାତ୍ର ତୈଳମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ-ନୈବେଦ୍ୟ ସବୁ ହାରୋଣର ପୁତ୍ରଗଣ ମଧ୍ୟରେ ଯେପରି ଏକର, ସେପରି ଅନ୍ୟର ହେବ। Faic an caibideilଓଡିଆ ବାଇବେଲ10 ମାତ୍ର ତୈଳ ମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ ନୈବେଦ୍ୟ ସବୁ ହାରୋଣଙ୍କର ପୁତ୍ରଗଣ ମଧ୍ୟରେ ପ୍ରତ୍ୟେକଙ୍କର ସମାନ ଅଂଶ ହେବ।” Faic an caibideilପବିତ୍ର ବାଇବଲ10 ସମସ୍ତ ଶସ୍ୟ ନୈବେଦ୍ୟ ହାରୋଣଙ୍କ ପୁତ୍ରମାନଙ୍କର। ତାହା ତୈଳମିଶ୍ରିତ ହେଉ ବା ଶୁଷ୍କ ହେଉ, ସେଥିରେ କିଛି ପ୍ରଭେଦ ରହିବ ନାହିଁ। ସେହି ନୈବେଦ୍ୟ ହାରୋଣଙ୍କ ପୁତ୍ରଗଣଙ୍କ ମଧ୍ୟରେ ବଣ୍ଟାଯିବ। Faic an caibideil |