ଲେବୀୟ ପୁସ୍ତକ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସୃଷ୍ଟ ହୋମବଳିର ଚର୍ମ ସେହି ଯାଜକର ନିଜ ପାଇଁ ହେବ। Faic an caibideilଓଡିଆ ବାଇବେଲ8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ। Faic an caibideilପବିତ୍ର ବାଇବଲ8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତା'ର ସେହି ଉତ୍ସର୍ଗୀକୃତ ହୋମବଳିର ଚର୍ମ ସେହି ଯାଜକ ନିଜେ ନେବ। Faic an caibideil |