ଲେବୀୟ ପୁସ୍ତକ 8:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଅନନ୍ତର ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ। Faic an caibideilଓଡିଆ ବାଇବେଲ10 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ। Faic an caibideilପବିତ୍ର ବାଇବଲ10 ଅନନ୍ତର ମୋଶା ଅଭିଷେକାର୍ଥକ ତୈଳ ନେଇ ପବିତ୍ର ତମ୍ବୁ ଓ ତହିଁ ମଧ୍ୟରେ ଥିବା ସମସ୍ତ ବସ୍ତୁ ଉପରେ ସିଞ୍ଚନ କରି ସେସବୁକୁ ପବିତ୍ର କଲେ। Faic an caibideil |