ଲେବୀୟ ପୁସ୍ତକ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ସେ ହାରୋଣଙ୍କୁ ପ୍ରତିଷ୍ଠା କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ। Faic an caibideilଓଡିଆ ବାଇବେଲ12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ। Faic an caibideilପବିତ୍ର ବାଇବଲ12 ଏହା ପରେ ସେ ହାରୋଣଙ୍କ ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ମଧ୍ୟ ପବିତ୍ର କଲେ। Faic an caibideil |