Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ମାଂସ ଓ ଚର୍ମ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ମାଂସ ଓ ଚର୍ମ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ପୁଣି, ମାଂସ ଓ ଚର୍ମ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ତା'ପରେ ସେ ମାଂସ ଓ ଚର୍ମ ନେଇ ଛାଉଣିର ବାହାରେ ସେଗୁଡ଼ିକୁ ଦ‌‌‌‌ଗ୍‌‌‌‌ଧ କଲେ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 9:11
7 Iomraidhean Croise  

ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ।


ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।


ମାତ୍ର ପାପାର୍ଥକ ବଳିର ମେଦ, ଗୁର୍ଦା ଓ ଯକୃତର ଅନ୍ତପ୍ଲାବକ ବେଦି ଉପରେ ଦଗ୍ଧ କଲେ।


ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ।


Lean sinn:

Sanasan


Sanasan