ଲେବୀୟ ପୁସ୍ତକ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ସେ ହୋମାର୍ଥକ ବଳି ବଧ କଲେ; ପୁଣି ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ। Faic an caibideilଓଡିଆ ବାଇବେଲ12 ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ। Faic an caibideilପବିତ୍ର ବାଇବଲ12 ତାହାପରେ ହାରୋଣ ହୋମବଳି ପାଇଁ ଗୋବତ୍ସ ବଧ କଲେ। ତାଙ୍କର ପୁତ୍ରମାନେ ତାଙ୍କ ନିକଟକୁ ରକ୍ତ ଆଣିଲେ ଓ ହାରୋଣ ଯଜ୍ଞବେଦି ଉପରେ ଗ୍ଭରିଆଡ଼େ ସିଞ୍ଚନ କଲେ। Faic an caibideil |