ଲେବୀୟ ପୁସ୍ତକ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକ ବର୍ଷୀୟ ଓ ନିଖୁନ୍ତ ଥିବେ, Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକବର୍ଷୀୟ ଓ ନିଖୁନ୍ତ ଥିବେ, Faic an caibideilଓଡିଆ ବାଇବେଲ3 ପୁଣି, ଇସ୍ରାଏଲ ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକବର୍ଷୀୟ ଓ ନିଖୁନ୍ତ ଥିବେ, Faic an caibideilପବିତ୍ର ବାଇବଲ3 ଇସ୍ରାଏଲର ଲୋକମାନଙ୍କୁ କୁହ, ‘ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ନିମନ୍ତେ ଏକ ଅଣ୍ଡିରା ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ମେଷ ଶାବକ ନେବେ, କାରଣ ସଦାପ୍ରଭୁ ଏହା ଆଜ୍ଞା କରିଛନ୍ତି। ବାଛୁରି ଏବଂ ମେଷଛୁଆ ନିଶ୍ଚୟ ଏକ ବର୍ଷୀୟ ଓ ନିଖୁଣ ହୋଇଥିବେ। Faic an caibideil |