ଲେବୀୟ ପୁସ୍ତକ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳ ମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।’” Faic an caibideilପବିତ୍ର ବାଇବଲ (Re-edited) - (BSI)4 ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି। Faic an caibideilଓଡିଆ ବାଇବେଲ4 ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।’” Faic an caibideilପବିତ୍ର ବାଇବଲ4 ପୁଣି ସହଭାଗିତାର ବଳି ନିମନ୍ତେ ଏକ ଷଣ୍ଢ ଓ ଏକ ମେଷ ନିଅ। ସେମାନେ ସେହି ଜିନିଷଗୁଡ଼ିକ ସଦାପ୍ରଭୁଙ୍କ ସମ୍ମୁଖରେ ଅର୍ପଣ କରିବା ଉଚିତ୍। କାରଣ ସଦାପ୍ରଭୁ ଆଜି ସେମାନଙ୍କୁ ଦର୍ଶନ ଦେଉଛନ୍ତି।’” Faic an caibideil |