Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ବୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ଡଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଠିଆ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ଵୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ତଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ବୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ଡଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଠିଆ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ତେଣୁ ସମସ୍ତ ଲୋକ ସମାଗମ-ତମ୍ବୁ ନିକଟକୁ ଆସିଲେ ଓ ମୋଶାଙ୍କ ଆଜ୍ଞା ଅନୁସାରେ ସମସ୍ତ ଜିନିଷ ଆଣିଥିଲେ, ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା ହେଲେ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 9:5
7 Iomraidhean Croise  

ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ।


ପୁଣି, ସମସ୍ତ ଲୋକ ଏକ ଉଦ୍ଦେଶ୍ୟରେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ କହିଲେ।


ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ।


ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳ ମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।’”


ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।”


ପୁଣି, ସେମାନେ ଯେପରି ତାହା ଶୁଣି ଶିକ୍ଷା ପାʼନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ୱାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ।


Lean sinn:

Sanasan


Sanasan