Biblia Todo Logo
Bìoball air-loidhne

- Sanasan -




ଲୂକ ଲିଖିତ ସୁସମାଚାର 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

10 ବାହାରେ ଏକ ବିରାଟ ଜନତା ପ୍ରାର୍ଥନାରେ ନିବିଷ୍ଟ ଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ବାହାରେ ବହୁତ ଲୋକ ଜମା ହୋଇଥିଲେ। ଧୂପ ଲାଗିବା ସମୟରେ ସେମାନେ ପ୍ରାର୍ଥନା କରୁଥିଲେ।

Faic an caibideil Dèan lethbhreac




ଲୂକ ଲିଖିତ ସୁସମାଚାର 1:10
7 Iomraidhean Croise  

ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।


ଆଉ, ଦେଶର ଲୋକମାନେ ବିଶ୍ରାମବାରରେ ଓ ଅମାବାସ୍ୟାରେ ସେହି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଣାମ କରିବେ।


ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟଠାରୁ ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମନୁଷ୍ୟ ରହିବ ନାହିଁ,


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।


କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।


ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।


Lean sinn:

Sanasan


Sanasan