ଲୂକ ଲିଖିତ ସୁସମାଚାର 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ଯିହୁଦା ଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମକ ଜଣେ ଯାଜକ ଥିଲେ; ତାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାଙ୍କର ନାମ ଏଲୀଶାବେଥ। Faic an caibideilଓଡିଆ ବାଇବେଲ5 ଯିହୂଦା ଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ । Faic an caibideilପବିତ୍ର ବାଇବଲ (CL) NT (BSI)5 “ଯିହୁଦାର ରାଜା ହେରୋଦଙ୍କ ସମୟରେ ଅବୀୟ ଦଳର ଜିଖରିୟ ନାମକ ଜଣେ ଯାଜକ ଥିଲେ। ତାଙ୍କର ପତ୍ନୀ ଏଲିଶାବେଥ୍ ହାରୋଣ ଯାଜକଙ୍କ ବଂଶଜ ଥିଲେ। Faic an caibideilପବିତ୍ର ବାଇବଲ5 ହେରୋଦ ଯିହୂଦାର ରାଜା ଥିବା ସମୟରେ ଜିଖରିୟ ନାମକ ଜଣେ ଯାଜକ ଥିଲେ। ସେ ‘ଅବିୟଙ୍କ’ ଦଳର ଲୋକ ଥିଲେ। ତାହାଙ୍କ ପତ୍ନୀଙ୍କ ନାମ ଥିଲା ଏଲୀଶାବେଥ। ଏଲୀଶାବେଥ ହାରୋଣ ବଂଶର ଝିଅ ଥିଲେ। Faic an caibideil |