ଲୂକ ଲିଖିତ ସୁସମାଚାର 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ସେ ସେମାନଙ୍କୁ କହିଲେ, “ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ‘ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଏଥିରେ ସେ ସେମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ। Faic an caibideilଓଡିଆ ବାଇବେଲ2 ଏଥିରେ ସେ ସେମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ । ତୁମ୍ଭର ରାଜ୍ୟ ଆସୁ । Faic an caibideilପବିତ୍ର ବାଇବଲ (CL) NT (BSI)2 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରାର୍ଥନା କରିବା ସମୟରେ ଏପରି କୁହ: ପିତା: ତୁମର ପବିତ୍ର ନାମ ସମ୍ମାନିତ ହେଉ; ତୁମର ରାଜ୍ୟ ଆସୁ। Faic an caibideilପବିତ୍ର ବାଇବଲ2 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରାର୍ଥନା କଲାବେଳେ କୁହ: ‘ହେ ପରମପିତା, ଆମ୍ଭେମାନେ ପ୍ରାର୍ଥନା କରୁଛୁ ଯେ ତୁମ୍ଭ ନାମ ସର୍ବଦା ପବିତ୍ର ରହୁ। ଆମ୍ଭେମାନେ ପ୍ରାର୍ଥନା କରୁଛୁ ଯେ ତୁମ୍ଭର ରାଜ୍ୟ ଆସୁ। Faic an caibideil |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।