ଲୂକ ଲିଖିତ ସୁସମାଚାର 13:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ? Faic an caibideilପବିତ୍ର ବାଇବଲ (Re-edited) - (BSI)4 କିମ୍ଵା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ? Faic an caibideilଓଡିଆ ବାଇବେଲ4 କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ ? Faic an caibideilପବିତ୍ର ବାଇବଲ (CL) NT (BSI)4 ଶିଲୋହରେ ଗମ୍ବୁଜ ଭୂଷୁଡ଼ି ପଡ଼ିବାରୁ ଯେଉଁ ଅଠର ଜଣ ମରିଗଲେ, ସେମାନଙ୍କ ବିଷୟରେ କ’ଣ ଭାବୁଛ? କ’ଣ ଅନୁମାନ କରୁଛ ଯେ, ଯିରୂଶାଲମରେ ବାସ କରୁଥିବା ଅନ୍ୟ ସମସ୍ତଙ୍କ ଅପେକ୍ଷା ସେମାନେ ଆହୁରି ଦୁଷ୍ଟ ଥିଲେ? Faic an caibideilପବିତ୍ର ବାଇବଲ4 ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ଭାଙ୍ଗି ପଡ଼ିଲା, ତୁମ୍ଭେମାନେ କ’ଣ ଭାବୁଛ ଯେ ସେମାନେ ଯିରୁଶାଲମରେ ରହୁଥିବା ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ ପାପୀ ଥିଲେ? Faic an caibideil |