ଲୂକ ଲିଖିତ ସୁସମାଚାର 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ‘ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି, Faic an caibideilପବିତ୍ର ବାଇବଲ (Re-edited) - (BSI)8 ମାତ୍ର ସେ ତାଙ୍କୁ ଉତ୍ତର ଦେଲା, ପ୍ରଭୋ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି, Faic an caibideilଓଡିଆ ବାଇବେଲ8 ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି, Faic an caibideilପବିତ୍ର ବାଇବଲ (CL) NT (BSI)8 କିନ୍ତୁ ମାଳୀ ଉତ୍ତର ଦେଲା, ‘ମହାଶୟ, ଆଉ ମାତ୍ର ଗୋଟିଏ ବର୍ଷ ଏହାକୁ ଛାଡ଼ି ଦିଅନ୍ତୁ; ମୁଁ ଏହାର ଚାରିପାଖ ଖୋଳି ଖତ ଦେବି। Faic an caibideilପବିତ୍ର ବାଇବଲ8 କିନ୍ତୁ ଗ୍ଭକରଟି କହିଲା, ‘ମାଲିକ, ଆଉ ବର୍ଷକ ପାଇଁ ଏହାକୁ ଛାଡ଼ିଦିଅ। ମୁଁ ଏହାର ଗ୍ଭରିପଟେ ଗାତ ଖୋଳି ଖତସାର ଦେବି। Faic an caibideil |
ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”