ଲୂକ ଲିଖିତ ସୁସମାଚାର 16:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)3 ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି। Faic an caibideilଓଡିଆ ବାଇବେଲ3 ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କ'ଣ କରିବି ? ମୋହର ପ୍ରଭୁ ତ ମୋଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି । ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି । Faic an caibideilପବିତ୍ର ବାଇବଲ (CL) NT (BSI)3 ବେବର୍ତ୍ତାଟି ଭାବିଲା, ‘ମୋର ମାଲିକ ମୋତେ ଚାକିରୀରୁ ବାହାର କରିବାକୁ ଯାଉଛନ୍ତି। ମୁଁ କ’ଣ କରିବି? ମାଟି ଖୋଳିବା ପାଇଁ ମୋର ବଳ ନାହିଁ, ଆଉ ଭିକ୍ଷା ମାଗିବାକୁ ମୋତେ ଲାଜ ମାଡ଼ୁଛି। Faic an caibideilପବିତ୍ର ବାଇବଲ3 “ଗୁମାସ୍ତା ଜଣକ ମନେ ମନେ ଭାବିଲା, ‘ଏବେ ମୁଁ କ’ଣ କରିବି? ମୋ’ ମାଲିକ ମୋ’ ଗ୍ଭକିରି ନେଇ ଯାଉଛନ୍ତି। ଗାତ ଖୋଳିବା ପାଇଁ ମୋ’ ପାଖରେ ବଳ ନାହିଁ। ଭିକ ମାଗିଲେ ମୋତେ ଲାଜ ମାଡ଼ିବ।’ Faic an caibideil |