ଲୂକ ଲିଖିତ ସୁସମାଚାର 18:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ବରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ଵରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ। Faic an caibideilଓଡିଆ ବାଇବେଲ2 ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ୱରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ । Faic an caibideilପବିତ୍ର ବାଇବଲ (CL) NT (BSI)2 “ଗୋଟିଏ ସହରରେ ଜଣେ ବିଚାରକର୍ତ୍ତା ଥିଲେ। ସେ ଈଶ୍ୱରଙ୍କୁ ଭୟ କରୁ ନ ଥିଲେ କିମ୍ବା ମନୁଷ୍ୟକୁ ମାନୁ ନ ଥିଲେ। Faic an caibideilପବିତ୍ର ବାଇବଲ2 “ଥରେ ଗୋଟିଏ ନଗରରେ ଜଣେ ବିଗ୍ଭରପତି ଥିଲା। ପରମେଶ୍ୱରଙ୍କୁ ତାହାଙ୍କର ଡର ନ ଥିଲା କି ଲୋକମାନେ ତାହାଙ୍କ ବିଷୟରେ କ’ଣ ଭାବୁଛନ୍ତି, ସେଥିପ୍ରତି ଖାତିରି କରୁ ନ ଥିଲେ। Faic an caibideil |