Biblia Todo Logo
Bìoball air-loidhne

- Sanasan -




ଲୂକ ଲିଖିତ ସୁସମାଚାର 19:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

3 ଯୀଶୁଙ୍କୁ ସେ ଦେଖିବାକୁ ଇଚ୍ଛା କରୁଥିଲା, କିନ୍ତୁ ସେ ବାଙ୍ଗର ଥିବାରୁ ଜନଗହଳି ମଧ୍ୟରେ ଯୀଶୁଙ୍କୁ ଦେଖି ପାରିଲା ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ସେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଆହୁରି ମଧ୍ୟ ଅନେକ ଲୋକ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନ ଥିଲା।

Faic an caibideil Dèan lethbhreac




ଲୂକ ଲିଖିତ ସୁସମାଚାର 19:3
7 Iomraidhean Croise  

କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ;


ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ହାତେ ବଢ଼ାଇପାରେ?


ଆଉ ଦେଖ, ସେଠାରେ ଜଖୀୟ ନାମରେ ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ।


ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରିବୃକ୍ଷରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା।


ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ।


ସେମାନେ ଗାଲିଲୀସ୍ଥ ବେଥ୍‌ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା।


Lean sinn:

Sanasan


Sanasan