Biblia Todo Logo
Bìoball air-loidhne

- Sanasan -




ଲୂକ ଲିଖିତ ସୁସମାଚାର 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେମାନେ ସେହି ସ୍ଥାନରେ ଥିବା ସମୟରେ ତାହାଙ୍କ ପ୍ରସବ କାଳ ଉପସ୍ଥିତ ହେଲା,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ସେମାନେ ସେହି ସ୍ଥାନରେ ଥିବା ସମୟରେ ତାଙ୍କର ପ୍ରସବକାଳ ଉପସ୍ଥିତ ହେଲା,

Faic an caibideil Dèan lethbhreac

ଓଡିଆ ବାଇବେଲ

6 ସେମାନେ ସେହି ସ୍ଥାନରେ ଥିବା ସମୟରେ ତାଙ୍କ ପ୍ରସବ କାଳ ଉପସ୍ଥିତ ହେଲା,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

6 ଓ ସେମାନେ ବେଥଲିହିମରେ ଥିବା ସମୟରେ ତାଙ୍କର ପ୍ରସବ କାଳ ଉପସ୍ଥିତ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ଯୋଷେଫ ଓ ମରିୟମ ବେ‌ଥ୍‌ଲେହିମରେ ଥିବା ସମୟରେ ମରିୟମଙ୍କର ପ୍ରସବ ସମୟ ଆସିଲା।

Faic an caibideil Dèan lethbhreac




ଲୂକ ଲିଖିତ ସୁସମାଚାର 2:6
7 Iomraidhean Croise  

ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।


ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ,


ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।


ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।


Lean sinn:

Sanasan


Sanasan