ଲୂକ ଲିଖିତ ସୁସମାଚାର 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ପଲ ଜଗୁଥିଲେ। Faic an caibideilଓଡିଆ ବାଇବେଲ8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ । Faic an caibideilପବିତ୍ର ବାଇବଲ (CL) NT (BSI)8 ଦେଶର ସେହି ଅଞ୍ଚଳରେ କେତେକ ମେଷପାଳକ ମେଷ ଜଗିବା ପାଇଁ ପ୍ରାନ୍ତରରେ ରାତ୍ରିକ୍ଷେପଣ କରୁଥିଲେ। Faic an caibideilପବିତ୍ର ବାଇବଲ8 ସେହି ରାତିରେ କେତେକ ମେଷପାଳକ ସେମାନଙ୍କର ମେଣ୍ଢାଗୁଡ଼ିକୁ ରାତିସାରା ପଦାରେ ଜଗି ରହିଥିଲେ। Faic an caibideil |