ଲୂକ ଲିଖିତ ସୁସମାଚାର 23:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।” Faic an caibideilପବିତ୍ର ବାଇବଲ (Re-edited) - (BSI)3 ଏଥିରେ ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି। Faic an caibideilଓଡିଆ ବାଇବେଲ3 ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)3 ପିଲାତ ତାଙ୍କୁ ପଚାରିଲେ, “ତୁମେ କ’ଣ ଯିହୁଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ତୁମେ ତ କହୁଛ।” Faic an caibideilପବିତ୍ର ବାଇବଲ3 ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ହଁ ତାହା ଠିକ୍ କଥା।” Faic an caibideil |